Matthew 14:22 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ଡଙ୍ଗା ରେ ଚଢି ହ୍ରଦର ଅପର ପାଶର୍‌ବକୁ ୟିବାକୁ କହିଲେ। ଯୀଶୁ ନିଜେ ସଠାେକୁ ପରେ ଯିବେ ବୋଲି କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକି ଯିବା ପାଇଁ ବଳାଇଲେ, ପୁଣି ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ହ୍ରଦର ଆର ପାରିକୁ କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ହ୍ରଦ ଉପରେ ଯୀଶୁ ଗ୍ଭଲିଲେ ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ଡଙ୍ଗାରେ ଚଢ଼ି ହ୍ରଦର ଅପର ପାର୍ଶ୍ୱକୁ ଯିବାକୁ କହିଲେ। ଯୀଶୁ ନିଜେ ସେଠାକୁ ପରେ ଯିବେ ବୋଲି କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପରପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾಕ್ನಿ ಧಾಡ್ತಾನಾ ಜೆಜುನ್ ಶಿಸಾಕ್ನಿ ಢೊನಿತ್ ಚೆಡುಕ್ ಲಾವ್ಲ್ಯಾನ್. ಶಿಸಾ ಢೊನಿತ್ ಚಡ್ಲಿ ಅನಿ ತೆಂಕಾ ಫಿಡೆ ಸಮುಂದರಾಚ್ಯಾ ತಿಕುಲ್ಯಾ ದಂಡೆಕ್ ಧಾಡ್ಲ್ಯಾನ್.