Matthew 14:23 — Compare Translations
7 translations compared side by side
Odia - 1840
"ତା'ପରେ ଜମା ହାଇେଥିବା ଲୋକମାନଙ୍କୁ ବିଦାୟ କରି ସେ ପ୍ରାର୍ଥନା କରିବାକୁ ଏକାକୀ ପାହାଡ ଉପରକୁ ଗଲେ। ସନ୍ଧ୍ଯା ହାଇେ ସାରିଥିଲା, ଯୀଶୁ ସଠାେରେ ଏକୁଟିଆ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକସମୂହକୁ ବିଦାୟ ଦେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ଅନ୍ତର ହୋଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ନିଜେ ପଛରେ ରହିଯାଇ ଲୋକମାନଙ୍କୁ ବିଦାୟ ଦେଲେ ଏବଂ ଏକାକୀ ପ୍ରାର୍ଥନା କରିବାକୁ ଗୋଟିଏ ପାହାଡ଼ ଉପରକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଜମା ହୋଇଥିବା ଲୋକମାନଙ୍କୁ ବିଦାୟ କରି ସେ ପ୍ରାର୍ଥନା କରିବାକୁ ଏକାକୀ ପାହାଡ଼ ଉପରକୁ ଗଲେ। ସନ୍ଧ୍ୟା ହୋଇ ସାରିଥିଲା, ଯୀଶୁ ସେଠାରେ ଏକୁଟିଆ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଲୋକସମୂୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಲೊಕಾಕ್ನಿ ಧಾಡುನ್ ಹೊಲ್ಲ್ಯಾ ತನ್ನಾ ತೊ ಎಕ್ಲೊಚ್ ಮಾಗ್ನಿ ಕರುಕ್ ಮನುನ್ ಎಕ್ ಮಡ್ಡಿ ವರ್ತಿ ಗೆಲೊ. ತನ್ನಾ ಕಾಳೊಕ್ ಹೊವ್ನಗೆತ್ ಯೆಲ್ಲೊ; ತನ್ನಾ ಥೈ ಜೆಜು ಎಕ್ಲೊಚ್ ಹೊತ್ತೊ.