Matthew 14:25 — Compare Translations
7 translations compared side by side
Odia - 1840
"ଯୀଶୁ ହ୍ରଦ ଉପରେ ଚାଲିକରି ରାତ୍ରିର ଚତୁର୍ଥ ପ୍ରହର ରେ ଶିଷ୍ଯମାନଙ୍କ ପାଖ ରେ ଯାଇ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ସେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ରାତ୍ରିର ଶେଷ ପ୍ରହରରେ ଯୀଶୁ ପାଣି ଉପରେ ଚାଲି ଶିଷ୍ୟମାନଙ୍କ ନିକଟକୁ ଆସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ହ୍ରଦ ଉପରେ ଗ୍ଭଲିକରି ରାତ୍ରିର ଚତୁର୍ଥ ପ୍ରହରରେ ଶିଷ୍ୟମାନଙ୍କ ପାଖରେ ଯାଇ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಕ್ಕಾಳ್ಚೆ ಕೊಂಬೊ ಭೊಕ್ತಲ್ಯಾ ಏಳಾರ್ ಜೆಜು ಪಾನಿಯಾ ವರ್ತಿ ಚಲುನ್ಗೆತ್ ಶಿಸಾಂಚ್ಯಾಕ್ಡೆ ಯೆಲೊ.