Matthew 14:26 — Compare Translations
7 translations compared side by side
Odia - 1840
"ଶିଷ୍ଯମାନେ ତାହାଙ୍କୁ ହ୍ରଦ ଉପରେ ଚାଲିକରି ଆସୁ ଥିବାର ଦେଖି ଭୟଭୀତ ହେଲେ। ସମାନେେ କୁହାକୁହି ହେଲେ, ଏତ ଗୋଟିଏ ଭୂତ। ସମାନେେ ଭୟ ରେ ଚିତ୍କାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତାଙ୍କୁ ଦେଖି ଭୟବିହ୍ୱଳ ହେଲେ। “ଭୂତ! ଭୂତ!” କହି ଭୟରେ ଚିତ୍କାର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ତାହାଙ୍କୁ ହ୍ରଦ ଉପରେ ଗ୍ଭଲିକରି ଆସୁ ଥିବାର ଦେଖି ଭୟଭୀତ ହେଲେ। ସେମାନେ କୁହାକୁହି ହେଲେ, “ଏତ ଗୋଟିଏ ଭୂତ।” ସେମାନେ ଭୟରେ ଚିତ୍କାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಪಾನಿಯಾ ವರ್ತಿ ಚಲುನ್ ಯೆತಲೆ ಬಗುನ್ ಶಿಸಾ ವಾಯ್ಟ್ ಭಿಂಯಾಲೆ. ಅನಿ “ಭುತ್”, ಮನುನ್ ಭಿಯಾನಿ ತೆನಿ ಬೊಬ್ ಮಾರ್ಲ್ಯಾನಿ.