Matthew 14:29 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ଚାଲି ଆସ। ପିତର ଡଙ୍ଗାରୁ ବାହାରକୁ ଆସିଲେ। ସେ ପାଣି ଉପରେ ଚାଲି ଯୀଶୁଙ୍କ ଆଡକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ କହିଲେ, ଆସ । ସେଥିରେ ପିତର ନୌକାରୁ ଓହ୍ଳାଇ ଜଳ ଉପରେ ଚାଲି ଯୀଶୁଙ୍କ ନିକଟକୁ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ଚାଲି ଆସ।” ପିତର ନୌକରୁ ବାହାରି ଯୀଶଉଙ୍କ ଆଡ଼କୁ ପାଣି ଉପରେ ଚାଲିବାକୁ ଲାଗିଳେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ଗ୍ଭଲି ଆସ।” ପିତର ଡଙ୍ଗାରୁ ବାହାରକୁ ଆସିଲେ, ସେ ପାଣି ଉପରେ ଗ୍ଭଲି ଯୀଶୁଙ୍କ ଆଡ଼କୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ସେ କହିଲେ, ଆସ । ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಕಾ,“ಯೆ, ತರ್!” ಮನುನ್ ಜಬಾಬ್ ದಿಲ್ಯಾನ್. ತನ್ನಾ ಪೆದ್ರು ಢೊನಿತ್ನಾ ಪಾನಿಯಾ ವರ್‍ತಿ ಯೆಲೊ ಅನಿ ಪಾನಿಯಾ ವರ್‍ತಿ ಚಲುನ್ಗೆತ್ ಜೆಜುಕ್ಡೆ ಯೆವ್‍ಲಾಗಲ್ಲೊ.