Matthew 14:3 — Compare Translations

7 translations compared side by side

Odia - 1840
"ଏହି ସମୟ ପୂର୍ବରୁ େ ହରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳି ରେ ବାନ୍ଧି କାରାଗାର ରେ ନିକ୍ଷପେ କରିଥିଲେ। ସେ େ ହରୋଦିଆଙ୍କ ଅନୁ ରୋଧକ୍ରମେ ଏକଥା କରିଥିଲେ। ହରେୋଦିଆ ହରେୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ହେରୋଦ ଆପଣା ଭ୍ରାତା ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥି ପୂର୍ବରୁ ହେରୋଦ ଯୋହନଙ୍କୁ ଗିରଫ କରିବାକୁ ଆଦେଶ ଦେଇଥିଲେ ଓ ତାଙ୍କୁ ଶିକୁଳିରେ ବାନ୍ଧି ବନ୍ଦୀଶାଳାରେ ନିକ୍ଷେପ କରିଥିଲେ। ତାଙ୍କ ଭାଇ ଫିଲିପ୍‌ଙ୍କ ସ୍ତ୍ରୀ ହେରୋଦିଆଙ୍କ ଯୋଗୁଁ ସେ ଏହା କରିଥଲେ।
Odia Bible ERV 2004 (ପବିତ୍ର ବାଇବଲ)
ବାପ୍ତିଜକ ଯୋହନଙ୍କୁ କିପରି ହତ୍ୟା କରାଗଲା ଏହି ସମୟ ପୂର୍ବରୁ ହେରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳିରେ ବାନ୍ଧି କାରାଗାରରେ ନିକ୍ଷେପ କରିଥିଲେ। ସେ ହେରୋଦିଆଙ୍କ ଅନୁରୋଧକ୍ରମେ ଏ କଥା କରିଥିଲେ। ହେରୋଦିଆ ହେରୋଦଙ୍କ ଭାଇ ଫିଲି‌ପ୍‌ପଙ୍କ ସ୍ତ୍ରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ದಿ ಹೆರೊದಾನ್ ಜುವಾಂವಾಕ್ ಧರುನ್ ಹಾನುಕ್ ಹುಕುಮ್ ದಿಲ್ಲ್ಯಾನ್ ಅನಿ ತೆಕಾ ಸರ್‍ಪೊಳಿನಿ ಭಾಂದುನ್ ಬಂದಿಖಾನ್ಯಾತ್ ಘಾಟಲ್ಲ್ಯಾನ್. ತೆಚ್ಯಾ ಭಾವಾಚ್ಯಾ ಪಿಲಿಪಾಚ್ಯಾ ಬಾಯ್ಕೊಕ್ ಹೆರೊದಿಯಾಸಾಕ್ ಲಾಗುನ್ ತೆನಿ ಅಶೆ ಕರಲ್ಲ್ಯಾನ್.