Matthew 14:32 — Compare Translations

7 translations compared side by side

Odia - 1840
"ଯୀଶୁ ଓ ପିତର ଡଙ୍ଗା ଉପରକୁ ଆସିୟିବା ପରେ ପବନ ବନ୍ଦ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ନୌକାରେ ଚଢ଼ନ୍ତେ, ପବନ ବନ୍ଦ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଦୁହେଁ ନୌକା ଚଢ଼ିଲେ ଓ ସେହିକ୍ଷଣଇ ପବନ ବନ୍ଦ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଓ ପିତର ଡଙ୍ଗା ଉପରକୁ ଆସିଯିବା ପରେ ପବନ ବନ୍ଦ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ନୌକାରେ ଚଢ଼ନ୍ତେ, ପବନ ବନ୍ଦ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ନୌକାରେ ଚଢ଼ନ୍ତେ ପବନ ଵନ୍ଦ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ದೊಗೆಬಿ ಢೊನಿತ್ ಚೆಡ್ಲ್ಯಾನಿ. ತನ್ನಾ ವಾರೊ ಬಂದ್ ಹೊಲೊ.