Matthew 14:33 — Compare Translations
7 translations compared side by side
Odia - 1840
"ଯେଉଁମାନେ ଡଙ୍ଗା ଉପରେ ଥିଲେ, ସମାନେେ ଯୀଶୁଙ୍କୁ ପ୍ରମାମ କଲେ ଓ କହିଲେ, ପ୍ରକୃତ ରେ ତୁମ୍ଭେ ପରମେଶ୍ବରଙ୍କ ପୁତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ଵରଙ୍କ ପୁତ୍ର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ଯୀଶୁଙ୍କୁ ଆରାଧନା କରି କହିଲେ, “ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର।”
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଡଙ୍ଗା ଉପରେ ଥିଲେ, ସେମାନେ ଯୀଶୁଙ୍କୁ ପ୍ରଣାମ କଲେ ଓ କହିଲେ, “ପ୍ରକୃତରେ ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಢೊನಿತ್ಲ್ಯಾ ಶಿಸಾನಿ ಜೆಜುಚೆ ಆರಾದನ್ ಕರ್ಲ್ಯಾನಿ, ಅನಿ “ತಿಯಾ ಖರೆಚ್ ದೆವಾಚೊ ಲೆಕ್.” ಮಟ್ಲ್ಯಾನಿ.