Matthew 14:34 — Compare Translations

7 translations compared side by side

Odia - 1840
"ସମାନେେ ହ୍ରଦ ପାର ହାଇେ ଗିନ୍ନସରେତ୍ କୂଳ ରେ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ହ୍ରଦ ପାରିହୋଇ ଗିନେସରତରେ ପହଞ୍ଚିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଅନେକ ରୋଗୀଙ୍କୁ ସୁସ୍ଥ କଲେ ସେମାନେ ହ୍ରଦ ପାର ହୋଇ ଗିନ୍ନେସରତ୍ କୂଳରେ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସମୁଦ୍ର ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಮುಂದರ್ ದಾಟುನ್ ಗೆನಜರೆತ್ ಮನ್ತಲ್ಯಾ ಜಾಗ್ಯಾರ್ ಯೆವ್ನ್ ಪಾವ್ಲೆ.