Matthew 14:35 — Compare Translations

7 translations compared side by side

Odia - 1840
"ସଠାେକାର ଲୋକେ ଚିହ୍ନିପାରିଲେ ଓ ଆଖପାଖ ଅଞ୍ଚଳକୁ ଯୀଶୁଙ୍କ ଆସିବା ଖବର ପଠାଇଲେ। ଲୋକେ ରୋଗୀଙ୍କୁ ତାହାଙ୍କ ପାଖକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ଵାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାକାର ଲୋକମାନେ ଯୀଶୁଙ୍କୁ ଚିହ୍ନିପାରି ଆଖପାଖ ଅଞ୍ଚଳରେ ଥିବା ରୋଗୀମାନଙ୍କୁ ଯୀଶୁଙ୍କ ନିକଟକୁ ଡାକି ଆଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାକାର ଲୋକେ ଚିହ୍ନି ପାରିଲେ ଓ ଆଖପାଖ ଅଞ୍ଚଳକୁ ଯୀଶୁଙ୍କ ଆସିବା ଖବର ପଠାଇଲେ। ଲୋକେ ରୋଗୀଙ୍କୁ ତାହାଙ୍କ ପାଖକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈತ್ಲ್ಯಾ ಲೊಕಾನಿ ಜೆಜುಕ್ ವಳಕ್ಲ್ಯಾನಿ ಅನಿ ಅಪ್ನಾಚ್ಯಾ ದೆಸಾತ್ಲ್ಯಾ ಸಗ್ಳ್ಯಾ ಶಿಕ್ ಹೊತ್ತ್ಯಾ ಲೊಕಾಕ್ನಿ ಜೆಜುಕ್ಡೆ ಘೆವ್ನ್ ಯೆಲ್ಯಾನಿ.