Matthew 14:5 — Compare Translations

7 translations compared side by side

Odia - 1840
"ତେଣୁ େ ହରୋଦ ଯୋହନଙ୍କୁ ମାରିଦବୋକୁ ଚାହିଁଲେ। କିନ୍ତୁ ସେ ଲୋକମାନଙ୍କୁ ଭୟ କରୁଥିଲେ। କାରଣ ଲୋକେ ଯୋହନଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାଙ୍କୁ ଭାବବାଦୀ ବୋଲି ମାନୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ହେରୋଦ ଯୋହନଙ୍କୁ ହତ୍ୟା କରିବାକୁ ଚାହୁଁଥଲେ, କିନ୍ତୁ ଇହୁଦୀ ଲୋକମାନଙ୍କୁ ସେ ଭୟ କରୁଥିଲେ। କାରଣ ସେମାନେ ଯୋହନଙ୍କୁ ଜଣେ ଭାବବାଦୀ ବୋଲି ମାନ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେରୋଦ ଯୋହନଙ୍କୁ ମାରିଦେବାକୁ ଗ୍ଭହିଁଲେ, କିନ୍ତୁ ସେ ଲୋକମାନଙ୍କୁ ଭୟ କରୁଥିଲେ। କାରଣ ଲୋକେ ଯୋହନଙ୍କୁ ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ବୋଲି ବିଶ୍ୱାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ତାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆರೊದ್ ಜುವಾಂವಾಕ್ ಜಿವಾನಿ ಮಾರುಕ್ ಬಗಿ, ಖರೆ ತೊ ಜುದೆವ್ ಲೊಕಾಕ್ನಿ ಭಿಂವಲ್ಲೊ. ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಜುವಾಂವ್ ಎಕ್ ಪ್ರವಾದಿ ಮನುನ್ ಮಾನುನ್ ಘೆಯ್ತ್.