Matthew 14:6 — Compare Translations

7 translations compared side by side

Odia - 1840
"ହରେୋଦଙ୍କ ଜନ୍ମ ଦିନ ଅବସର ରେ େ ହରୋଦିଆଙ୍କ ଝିଅ, ହରେୋଦ ଓ ତାହାଙ୍କ ଅତିଥିମାନଙ୍କ ଆଗ ରେ ନାଚିଲା। ଏଥି ରେ େ ହରୋଦ ବହୁତ ମୁଗ୍ଧ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ହେରୋଦଙ୍କ ଜନ୍ମଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେରୋଦଙ୍କ ଜନ୍ମଦିନରେ ହେରୋଦିଆଙ୍କ କନ୍ୟା ଅତିଥିମାନଙ୍କ ସମ୍ମୁଖରେ ନୃତ୍ୟ କରିଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ହେରୋଦଙ୍କ ଜନ୍ମଦିନ ଅବସରରେ ହେରୋଦିଆଙ୍କ ଝିଅ, ହେରୋଦ ଓ ତାହାଙ୍କ ଅତିଥିମାନଙ୍କ ଆଗରେ ନାଚିଲା। ଏଥିରେ ହେରୋଦ ବହୁତ ମୁ‌ଗ୍‌ଧ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆರೊದಾಚ್ಯಾ ಜಲ್ಮಾಚ್ಯಾ ದಿಸಿ ಹೆರೊದಿಯಾಸಾಚ್ಯಾ ಲೆಕಿನ್ ಸಗ್ಳ್ಯಾಂಚ್ಯಾ ಇದ್ರಾಕ್ ನಾಚ್ಲಿನ್ ತಸೆಮನುನ್ ಹೆರೊದಾಕ್ ಲೈ ಕುಶಿ ಹೊಲಿ.