Matthew 14:7 — Compare Translations

7 translations compared side by side

Odia - 1840
"ତେଣୁ ସେ ଶପଥ ପୂର୍ବକ େ ହରୋଦିଆର ଝିଅକୁ ପ୍ରତିଶ୍ରୁତି ଦେଲେ, ତୁମ୍ଭେ ଯାହା କିଛି ମାଗିବ, ତାହା ତୁମ୍ଭକୁ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ ଉପରେ ପ୍ରୀତ ହୋଇ ହେରୋଦ ପ୍ରତିଜ୍ଞା କରି କହିଲେ, “ମୁଁ ଶପଥ କରି କହୁଛି, ତୁ ଯାହା ମାଗିବୁ, ମୁଁ ତୋତେ ଦେବୁ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ଶପଥ ପୂର୍ବକ ହେରୋଦିଆର ଝିଅକୁ ପ୍ରତିଶ୍ରୁତି ଦେଲେ, “ତୁମ୍ଭେ ଯାହାକିଛି ମାଗିବ, ତାହା ତୁମ୍ଭକୁ ଦିଆଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಹೆರೊದಾನ್ ತಿಕಾ,“ಹೆಚೆಸಾಟ್ನಿ ಮಿಯಾ ಆನ್ ಘಾಲುನ್ ಸಾಂಗ್ತಾ ತಿಯಾ ಕಾಯ್ ಮಾಗಟ್ಲ್ಯಾರ್‍ಬಿ, ಮಿಯಾ ತುಕಾ ದಿತಾ”. ಮನುನ್ ಗೊಸ್ಟ್ ದಿಲ್ಯಾನ್.