Matthew 14:9 — Compare Translations

7 translations compared side by side

Odia - 1840
"ଏହା ଶୁଣି ହରେୋଦ ବହୁତ ଦୁଃଖୀ ହେଲେ। କିନ୍ତୁ ସେ ଶପଥ କରି ସାରିଥିଲେ, ଯେ ଝିଅ ଯାହା ମାଗିବ ତାହା ତାକୁ ସେ ଦବେେ। ତା' ଛଡା େ ହରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ଯ ଶପଥ ଶୁଣିଥିଲେ। ତେଣୁ ହରେୋଦ ଝିଅକୁ ଯାହା କିଛି ସେ ମାଗିଥିଲେ ତାହା ଦବୋପାଇଁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ଉପବିଷ୍ଟ ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ରାଜା ଦୁଃଖିତ ହେଲେ। କିନ୍ତୁ ସମସ୍ତଙ୍କ ଆଗରେ ପ୍ରତିଜ୍ଞା କରିଥିବାରୁ ଝିଅର ମନୋବାଞ୍ଛା ପୂରଣ କରିବାକୁ ଆଦେଶ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣି ହେରୋଦ ବହୁତ ଦୁଃଖୀ ହେଲେ। କିନ୍ତୁ ସେ ଶପଥ କରି ସାରିଥିଲେ, ଯେ ଝିଅ ଯାହା ମାଗିବ ତାହା ତାକୁ ସେ ଦେବେ। ତା’ ଛଡ଼ା ହେରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ୟ ଶପଥ ଶୁଣିଥିଲେ। ତେଣୁ ହେରୋଦ ଝିଅକୁ ଯାହାକିଛି ସେ ମାଗିଥିଲେ ତାହା ଦେବା ପାଇଁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ರಾಜಾಕ್ ಬೆಜಾರ್ ದಿಸ್ಲೊ. ಖರೆ ಸಗ್ಳ್ಯಾ ಯೆಲ್ಲ್ಯಾ ಸೊಯ್ರ್ಯಾಂಚ್ಯಾ ಇದ್ರಾಕ್ ದಿಲ್ಲ್ಯಾ ಗೊಸ್ಟಿಕ್‍ಲಾಗುನ್ ತ್ಯಾ ಚೆಡ್ವಾನ್ ಇಚಾರಲ್ಲೆ ಕರುಕ್ ಸೈನಿಕಾಕ್ನಿ ಹುಕುಮ್ ದಿಲ್ಯಾನ್.