Matthew 15:1 — Compare Translations
7 translations compared side by side
Odia - 1840
"କେତକେ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀ ଯୀରୁଶାଲମରୁ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯିରୂଶାଲମରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ କେତେ ଜଣ ଫାରୁଶୀ ଓ ଧର୍ମଗୁରୁ ଯିରୁଶାଲମରୁ ଆସି ଯୀଶୁଙ୍କୁ ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟକୃତ ନିୟମଠାରୁ ପରମେଶ୍ୱରଙ୍କ ବିଧାନ ବଡ଼ କେତେକ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯିରୂଶାଲମ ସହରରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ,
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯିରୂଶାଲମରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಫಾರಿಜೆವಾ ಅನಿ ಮೊಯ್ಜೆಚೆ ಖಾಯ್ದೆ ಶಿಕ್ವುತಲಿ ಲೊಕಾ ಜೆರುಜಲೆಮಾತ್ನಾ ಜೆಜುಕ್ಡೆ ಯೆಲಿ. ಅನಿ,