Matthew 15:11 — Compare Translations

7 translations compared side by side

Odia - 1840
"ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ୟୋଗୁ ଅପବିତ୍ର ହାଇଯୋଏ ନାହିଁ ବରଂ ତାର ମୁହଁରୁ ବାହାରୁଥିବା ବିଷୟ ୟୋଗୁ ସେ ଅପବିତ୍ର ହାଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟର ମୁଖ ଦେଇ ଯାହା ତା’ ଭିତରକୁ ଯାଏ, ତାହା ତାକୁ ଅପବିତ୍ର କରେ ନାହିଁ; ବରଂ ଯାହା ତା’ ଭିତରୁ ବାହାରକୁ ଆସେ, ତାହା ତାକୁ ଅପବିତ୍ର କରେ।”
Odia Bible ERV 2004 (ପବିତ୍ର ବାଇବଲ)
ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ଯୋଗୁଁ ଅପବିତ୍ର ହୋଇଯାଏ ନାହିଁ ବରଂ ତା’ର ମୁଖରୁ ବାହାରୁଥିବା ବିଷୟ ଯୋଗୁଁ ସେ ଅପବିତ୍ର ହୋଇଥାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ।”
Odia IRV 2017 (ଓଡିଆ ବାଇବେଲ)
ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕಾಯ್ ಮಾನ್ಸಾಚ್ಯಾ ತೊಂಡಾತ್ನಾ ಭುತ್ತುರ್ ಜಾತಾ ತೆ ತೆಕಾ ಅಶುದ್ದ್ ಕರಿನಾ. ಜೆ ಕಾಯ್ ಮಾನ್ಸಾಚ್ಯಾ ತೊಂಡಾತ್ನಾ ಭಾಯ್ರ್ ಯೆತಾ ತೆ ತೆಕಾ ಅಶುದ್ದ್ ಕರ್‍ತಾ.” ಮನುನ್ ಸಾಂಗಟ್ಲ್ಯಾನ್.