Matthew 15:12 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, ଏସବୁ କରିବା ଫଳ ରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ବିଘ୍ନ ପାଇଅଛନ୍ତି, ଆପଣ କଅଣ ଏହା ଜାଣନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି କହିଲେ, “ଆପଣଙ୍କ କଥା ଶୁଣଇ ଫାରୁଶୀମାନେ ବିରକ୍ତ ହୋଇଛନ୍ତି, ଏହା କ’ଣ ଆପଣ ଜାଣନ୍ତି ନାହିଁ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଏସବୁ କରିବା ଫଳରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କଅଣ ଏହା ଜାଣନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କ'ଣ ଏହା ଜାଣନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾ ತೆಚೆಕ್ಡೆ ಯೆಲಿ, ಅನಿ, “ತಿಯಾ ಸಾಂಗಲ್ಲ್ಯಾ ಗೊಸ್ಟಿನಿ ಫಾರಿಜೆವಾಂಚ್ಯಾ ಮನಾಕ್ ದುಕ್ತಾ ಮನುನ್ ತುಕಾ ಗೊತ್ತ್ ಹಾಯ್ ಕಾಯ್?” ಮಟ್ಲ್ಯಾನಿ.