Matthew 15:14 — Compare Translations
7 translations compared side by side
Odia - 1840
"ସମାନଙ୍କେୁ ଛାଡି ଦିଅ। ସମାନେେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦଖାେଏ, ତବେେ ଉଭୟ ଖାତ ଭିତ ରେ ଖସି ପଡିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ, ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଉଭୟେ ଖାତରେ ପଡ଼ିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେମାନଙ୍କ ବିଷୟରେ ବ୍ୟସ୍ତ ହୁଅ ନାହିଁ। ସେମାନେ ଅନ୍ଧ ପଥପ୍ରଦର୍ଶକ। ଗୋଟିଏ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ବାଟ କଡ଼ାଇଲେ ଦୁଇଜଣ ଯାକ ଖାଲରେ ପଡ଼ନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ଛାଡ଼ିଦିଅ। ସେମାନେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦେଖାଏ, ତେବେ ଉଭୟ ଖାତ ଭିତରେ ଖସି ପଡ଼ିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।”
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾ ವಿಶಯಾತ್ ತುಮಿ ಚಿಂತಾ ಕರುನಕಾಸಿ. ಕುಡ್ಡ್ಯಾ ಲೊಕಾಕ್ನಿ ವಾಟ್ ದಾಕ್ವುತಲಿ ಕುಡ್ಡಿ ಮುಖಂಡಾ ತೆನಿ. ಎಕ್ ಕುಡ್ಡ್ಯಾ ಮಾನ್ಸಾನ್ ಅನಿ ಎಕ್ ಕುಡ್ಡ್ಯಾಕ್ ವಾಟ್ ದಾಕ್ವುಕ್ ಗೆಲ್ಯಾರ್ ತೆನಿ ದೊಗೆಬಿ ಖಡ್ಡ್ಯಾತ್ ಪಡ್ತ್ಯಾತ್.” ಮನುನ್ ಜಬಾಬ್ ದಿಲ್ಯಾನ್.