Matthew 15:16 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ଏବେ ବି କ'2ଣ ତୁମ୍ଭ ବୁଝିବା ରେ ଅସୁବିଧା ଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ କହିଲେ, ତୁମ୍ଭେମାନେ ମଧ୍ୟ କଅଣ ଏପର୍ଯ୍ୟନ୍ତ ଅବୋଧ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ଆଜି ପର୍ଯ୍ୟନ୍ତ ଅନ୍ୟମାନଙ୍କଠାରୁ ତୁମର ବୁଝିବା ଶକ୍ତି କିଛି ଅଧିକ ହୋଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ଏବେ ବି କ’ଣ ତୁମ୍ଭ ବୁଝିବାରେ ଅସୁବିଧା ଅଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଅବୋଧ?”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ କହିଲେ, ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଅବୋଧ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ,“ತುಮಿ ಅಜುನ್‍ಬಿ ದುಸ್ರ್ಯಾ ಲೊಕಾಂಚ್ಯಾನ್ಕಿ ಉಶಾರ್ ಹೊವ್ಕ್‌ನ್ಯಾಶಿ.