Matthew 15:17 — Compare Translations

7 translations compared side by side

Odia - 1840
"ତୁମ୍ଭେ କ'ଣ ଜାଣିନ ଯେ, ଯେଉଁଖାଦ୍ୟ ଜଣେ ଲୋକର ପାଟି ଭିତରକୁ ଯାଏ, ତାହା ପଟେ ଭିତରକୁ ଯାଏ ଓ ପରିଶଷେ ରେ ଦହରେୁ ବାହାରିଯାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା କିଛି ମୁଖରେ ପ୍ରବେଶ କରେ, ତାହା ଉଦରକୁ ଯାଇ ବାହ୍ୟସ୍ଥାନରେ ଯେ ନିକ୍ଷିପ୍ତ ହୁଏ, ଏହା କଅଣ ବୁଝୁ ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଏତିକି ବୁଝିପାରୁ ନାହିଁ? ଯେଉଁ ପଦାର୍ଥ ମଣିଷର ମୁହଁ ବାଟେ ପଶେ, ତାହାଂ ପେଟ ଭିତରେ ଯାଏ ଓ ପୁଣି ଦେହରୁ ବାହାରି ଯାଏ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ଜାଣିନ ଯେ, ଯେଉଁଖାଦ୍ୟ ଜଣେ ଲୋକର ପାଟି ଭିତରକୁ ଯାଏ, ତାହା ପେଟ ଭିତରକୁ ଯାଏ ଓ ପରିଶେଷରେ ଦେହରୁ ବାହାରିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯାହା କିଛି ମୁଖରେ ପ୍ରବେଶ କରେ, ତାହା ପେଟକୁ ଯାଇ ଶୌଚ ଦ୍ୱାରା ନିକ୍ଷିପ୍ତ ହୁଏ, ଏହା କଅଣ ବୁଝୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ଯାହା କିଛି ମୁଖରେ ପ୍ରବେଶ କରେ, ତାହା ପେଟକୁ ଯାଇ ବାହାରେ ଯେ ପକାଯାଏ, ଏହା କ'ଣ ବୁଝୁ ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಕಳಿನಾ ಕಾಯ್? ಮಾನ್ಸಾಚ್ಯಾ ತೊಂಡಾತ್ನಾ ಜೆ ಕಾಯ್ ಭುತ್ತುರ್ ಜಾತಾ ತೆ ಮಾನ್ಸಾಚ್ಯಾ ಪೊಟಾತ್ ಜಾತಾ ಅನಿ ಮಾನಾ ಭಾಯ್ರ್ ಜಾತಾ.