Matthew 15:18 — Compare Translations

7 translations compared side by side

Odia - 1840
"କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟି ରେ କ ହେ, ତାହା ପ୍ରକୃତ ରେ ତା'ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଖରୁ ଯାହାସବୁ ନିର୍ଗତ ହୁଏ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେଉଁସବୁ ବିଷୟ ତା’ ମୁହଁ ବାଟେ ବାହାରକୁ ଆସେ, ତାହା ତା’ର ହୃଦୟରୁ ଜାତ ହୋଇଥାଏ ଏବଂ ତଦ୍ୱାରା ସେ ଅପବିତ୍ର ହୁଏ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟିରେ କହେ, ତାହା ପ୍ରକୃତରେ ତା’ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆ ಕಾಯ್ ಮಾನ್ಸಾಚ್ಯಾ ತೊಂಡಾತ್ನಾ ಭಾಯ್ರ್ ಯೆತಾ ತೆ ತೆಚ್ಯಾ ಮನಾತ್ನಾ ಯೆತಾ, ಅನಿ ಹೆ, ಮಾನ್ಸಾಕ್ ಅಪ್ಪಡ್-ಸಿಪ್ಡಡ್ ಕರ್‍ತಾ.