Matthew 15:2 — Compare Translations

7 translations compared side by side

Odia - 1840
"ତୁମ୍ଭ ଶିଷ୍ଯମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡିକୁ କାହିଁକି ମାନୁ ନାହାଁନ୍ତି? ତୁମ୍ଭ ଶିଷ୍ଯମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଲଙ୍ଘନ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହସ୍ତ ପ୍ରକ୍ଷାଳନ କରନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଆମ ପିତୃପୁରୁଷ ଯେଉଁସବୁ ଶିକ୍ଷା ଦେଇ ଯାଇଛନ୍ତି, ଆପଣଙ୍କ ଶିଷ୍ୟମାନେ କାହିଁକି ସେସବୁ ଲଘଂନ କରୁଛନ୍ତି? ଖାଇବା ପୂର୍ବରୁ ସେମାନେ ବିଧିମତେ ହାତ ଧୋଉ ନାହାନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭ ଶିଷ୍ୟମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡ଼ିକୁ କାହିଁକି ମାନୁ ନାହାନ୍ତି? ତୁମ୍ଭ ଶିଷ୍ୟମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಜಿ ಶಿಸಾ ಅದ್ಲ್ಯಾ ಲೊಕಾನಿ ಕರಲ್ಲ್ಯಾ ಪದ್ದತಿಯಾ ಕಶ್ಯಾಕ್ ಮೊಡ್ತ್ಯಾತ್? ತೆನಿ ಜೆವ್ನಾಚ್ಯಾ ಅದ್ದಿ ಅಪ್ನಾಚಿ ಹಾತಾ ಧುವ್ನ್ ಘೆಯ್‌ನ್ಯಾತ್.” ಮನುನ್ ಇಚಾರ್‍ಲ್ಯಾನಿ.