Matthew 15:20 — Compare Translations

7 translations compared side by side

Odia - 1840
"ଏଗୁଡିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବ ଘଟଣା ମଣିଷକୁ ଅପବିତ୍ର କରି ପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୌତ ହସ୍ତରେ ଭୋଜନ କରିବା ମନୁଷ୍ୟକୁ ଅଶୁଚି କରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିସବୁ କାର୍ଯ୍ୟ ମନୁଷ୍ୟକୁ ଅପର୍ବତ୍ର କରେ। କିନ୍ତୁ ସେମାନେ କହିବା ଅନୁଯାୟୀ ହାତ ନ ଥୋଇ ଖାଇଲେ, କେହି ଅପବିତ୍ର ହୋଇଯାଏ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଏଗୁଡ଼ିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବା ଘଟଣା ମଣିଷକୁ ଅପବିତ୍ର କରି ପାରେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಎಕ್ ಮಾನ್ಸಾಕ್ ಅಪ್ಪಡ್- ಸಿಪ್ಪಡ್ ಕರ್‍ತಾ. ಹಾತ್ ದುಯ್ ನಸ್ತಾನಾ ಜೆವಾನ್ ಕರ್ತಲೆ ಮಾನ್ಸಾಕ್ ಅಪ್ಪಡ್-ಸಿಪ್ವಡ್ ಕರಿನಾ.” ಮಟ್ಲ್ಯಾನ್.