Matthew 15:21 — Compare Translations

7 translations compared side by side

Odia - 1840
"ଯୀଶୁ ସେ ସ୍ଥାନଛାଡି ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେହି ସ୍ଥାନରୁ ଅନ୍ତର ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ପ୍ରସ୍ଥାନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେହି ସ୍ଥାନ ଛାଡ଼ି ସୋର ଓ ସୀଦୋନ ଅଞ୍ଚଳକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଅଣଯିହୂଦୀ ସ୍ତ୍ରୀକୁ ଯୀଶୁଙ୍କ ସହାୟତା ଯୀଶୁ ସେ ସ୍ଥାନଛାଡ଼ି ସୋର ଓ ସୀଦୋନ ଅଞ୍ଚଳକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେହି ସ୍ଥାନରୁ ଅଲଗା ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେଇ ସ୍ଥାନରୁ ଅଲଗା ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ತೊ ಜಾಗೊ ಸೊಡುನ್ ತಿರ್ ಅನಿ ಸಿದೊನ್ ಮನ್ತಲ್ಯಾ ಶಾರಾಂಚ್ಯಾ ಜಗ್ಗೊಳ್‍ಲ್ಯಾ ಪ್ರಾಂತ್ಯಾಕ್ ಗೆಲೊ.