Matthew 15:22 — Compare Translations
7 translations compared side by side
Odia - 1840
"ସହେି ଅଞ୍ଚଳର ଜମେ କିଣାନୀଯା ସ୍ତ୍ରୀ ଆସି ବଡପାଟି କରି କହିଲା, ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମାେ ପ୍ରତି ଦୟା କରନ୍ତୁ। ମାେ ଝିଅ ଦହେ ରେ ଗୋଟିଏ ଭୂତ ପଶି ରହିଛି। ମାେ ଝିଅ ଭାରି କଷ୍ଟ ପାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟା ସ୍ତ୍ରୀ ଆସି ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦ-ସନ୍ତାନ, ମୋତେ ଦୟା କରନ୍ତୁ, ମୋର ଝିଅଟିକୁ ଅତି ଭୟଙ୍କର ଭାବରେ ଭୂତ ଲାଗିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ବାସ କରୁଥିବା ଜଣେ କିଣାନୀୟ ସ୍ତ୍ରୀଲୋକ ଯୀଶଉ ଙ୍କ ନିକଟକୁ ଆସି କହିଲା, “ହେ ପ୍ରଭୁ, ଦାଉଦ ବଂଶଜ, ମୋତେ ଦୟା କର। ମୋ’ ଝିଅକୁ ଭୁତ ଥରିଛି ଓ ସେ ବଡ଼ କଷ୍ଟ ଭୋଗିଛି।”
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅଞ୍ଚଳର ଜଣେ କିଣାନୀୟା ସ୍ତ୍ରୀ ଆସି ବଡ଼ ପାଟି କରି କହିଲା, “ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମୋ’ ପ୍ରତି ଦୟା କରନ୍ତୁ। ମୋ’ ଝିଅ ଦେହରେ ଗୋଟିଏ ଭୂତ ପଶି ରହିଛି, ମୋ’ ଝିଅ ଭାରି କଷ୍ଟ ପାଉଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ, ମୋହର ଝିଅଟି ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ, ମୋର ଝିଅଟିକୁ ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಕ್ ಕಾನಾನ್ ಮನ್ತಲ್ಯಾ ದೆಸಾಚಿ ಬಾಯ್ಕೊಮನುಸ್ ತ್ಯಾ ಥಳಾತ್ ಜಿವನ್ ಕರಿ, ತಿ ಜೆಜುಕ್ಡೆ ಯೆಲಿ, ಅನಿ “ಧನಿಯಾ; ದಾವಿದಾಚ್ಯಾ ಲೆಕಾ, ಮಾಜೆ ವರ್ತಿ ದಯಾ ದಾಕ್ವು; ಮಾಜ್ಯಾ ಲೆಕಿಕ್ ಎಕ್ ಗಿರೊ ಲಾಗ್ಲಾ ಅನಿ ತಿ ಲೈ ತರಾಸ್ ಕರುನ್ ಘೆವ್ಲಾ!” ಮನುನ್ ರಡುಕ್ಲಾಲಿ.