Matthew 15:23 — Compare Translations
7 translations compared side by side
Odia - 1840
"ଯୀଶୁ ତାକୁ ପଦେ ହେଲେ କିଛି କହିଲେ ନାହିଁ। ତେଣୁ ଶିଷ୍ଯମାନେ ଯୀଶୁଙ୍କ ନିକଟକୁ ଆସିଲେ ଓ ଅନୁରୋଧ କଲେ, ସେ ଆମ୍ଭ ପେଛ ପେଛ ପାଟି କରି ଆସୁଛି। ତାକୁ ଚାଲି ୟିବାକୁ କହି ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ । ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ, ଏହାକୁ ବିଦାୟ କରନ୍ତୁ, କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶଉ ତାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ। ଶିଷ୍ୟମାନେ ତାଙ୍କ ପାଖକୁ ଆସି ଅନୁରୋଧ କଲେ, “ତାକୁ ଶୀଘ୍ର ବିଦାୟ କରି ଦିଅନ୍ତୁ। ଦେଖନ୍ତୁ ସେ କିପରି ପାଟି କରି ଆମ ପଛରେ ଗୋଡ଼େଇଛି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାକୁ ପଦେ ହେଲେ କିଛି କହିଲେ ନାହିଁ। ତେଣୁ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସିଲେ ଓ ଅନୁରୋଧ କଲେ, “ସେ ଆମ୍ଭ ପଛେ ପଛେ ପାଟି କରି ଆସୁଛି। ତାକୁ ଗ୍ଭଲି ଯିବାକୁ କହି ଦିଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ। ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ, ଏହାକୁ ବିଦାୟ କରନ୍ତୁ, କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ । ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ, ଏହାକୁ ବିଦାୟ କରନ୍ତୁ, କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತಿಚೆಕ್ಡೆ ಎಕ್ ಸಂಬದ್ ಸೈತ್ ಬೊಲುಕ್ನಾ, ತೆಚಿ ಶಿಸಾ ಫಿಡೆ ಯೆಲಿ ಅನಿ, “ತ್ಯಾ ಬಾಯ್ಕೊಮನ್ಸಿಕ್ ಹಿತ್ನಾ ಧಾಡುನ್ ದಿ. ಝುಟುಚ್ ಬೊಬ್ ಮಾರುನ್ಗೆತ್ ತಿ ಅಮ್ಚ್ಯಾ ಫಾಟ್ನಾಚ್ ಯೆವ್ಲಾ!” ಮನುನ್ ಜೆಜುಕ್ಡೆ ಲೈ ಮಾಗುನ್ ಘೆಟ್ಲ್ಯಾನಿ.