Matthew 15:24 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ପରମେଶ୍ବର ମାେତେ କବଳେ ଇଶ୍ରାୟେଲର ହଜିଯାଇଥିବା ଲୋକ(ଯିହୂଦୀ)ମାନଙ୍କ ପାଇଁ ପଠାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ଉତ୍ତର ଦେଲେ, ମୁଁ ଇସ୍ରାଏଲ-ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ହଜିଲା ମେଣ୍ଢାପରି ପଥଭ୍ରଷ୍ଟ ଇଶ୍ରାୟେଲ ଲୋକଙ୍କ ଗୋଡ଼ ତଳେ ପଡ଼ି କହିଲା, “ପ୍ରଭୁ, ମୋତେ ଦୟା କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ପରମେଶ୍ୱର ମୋତେ କେବଳ ଇସ୍ରାଏଲର ହଜିଯାଇଥିବା ଲୋକ (ଯିହୂଦୀ) ମାନଙ୍କ ପାଇଁ ପଠାଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ଉତ୍ତର ଦେଲେ, ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್,“ ದೆವಾನ್ ಮಾಕಾ ಖಾಲಿ ಕಳ್ದುನ್ ಬಕ್ರ್ಯಾಂಚ್ಯಾ ಸರ್ಕೆ ಅಸಲ್ಲ್ಯಾ ಇಸ್ರಾಯೆಲಾಚ್ಯಾ ಲೊಕಾಂಚ್ಯಾ ಸಾಟ್ನಿ ಮನುನ್ ಧಾಡುನ್ ದಿಲ್ಲೆ ಹಾಯ್.” ಮಟ್ಲ್ಯಾನ್.