Matthew 15:25 — Compare Translations

7 translations compared side by side

Odia - 1840
"ତା'ପରେ ସେ ସ୍ତ୍ରୀ ଯୀଶୁଙ୍କ ନିକଟକୁ ପୁଣି ଥରେ ଆସିଲା। ସେ ଯୀଶୁଙ୍କୁ ପ୍ରଣାମ କରି କହିଲା, ହେ ପ୍ରଭୁ! ମାେତେ ସାହାୟ୍ଯ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋର ଉପକାର କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତ୍ରୀ ଲୋକଟି ଆସି ଯୀଶୁଙ୍କ ଗୋଡ଼ ତଳେ ପଡ଼ି କହିଲା, "ପ୍ରଭୁ, ମୋତେ ଦୟା କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସ୍ତ୍ରୀ ଯୀଶୁଙ୍କ ନିକଟକୁ ପୁଣି ଥରେ ଆସିଲା। ସେ ଯୀଶୁଙ୍କୁ ପ୍ରଣାମ କରି କହିଲା, “ହେ ପ୍ରଭୁ! ମୋତେ ସାହାଯ୍ୟ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋହର ଉପକାର କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋର ଉପକାର କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಬಾಯ್ಕೊಮನ್ಸಿನ್ ಫಿಡೆ ಯೆವ್ನ್ ಜೆಜುಚ್ಯಾ ಪಾಯಾ ಪಡ್ಲಿನ್ ಅನಿ, “ಧನಿಯಾ ಮಾಜಿ ಮಜತ್ ಕರ್!” ಮಟ್ಲಿನ್.