Matthew 15:29 — Compare Translations

7 translations compared side by side

Odia - 1840
"ତାପରେ ଯୀଶୁ ସେ ସ୍ଥାନ ଛାଡି ଚାଲିଗଲେ ଓ ଗାଲୀଲୀ ହ୍ରଦ କୂଳ ରେ ଯାଇ ପହନ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସଠାେରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରୁ ବାହାରି ଯୀଶୁ ହ୍ରଦ କୂଳେ କୂଳେ ଯାଇ ଗୋଟିଏ ପାହାଡ଼ ଉପରେ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରିଦେଲେ ତା’ପରେ ଯୀଶୁ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ ଓ ଗାଲିଲୀ ହ୍ରଦ କୂଳରେ ଯାଇ ପହଞ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସେଠାରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಥೈತ್ನಾ, ಗಾಲಿಲಿಯಾ ಸಮುಂದರಾಚ್ಯಾ ಜಗ್ಗೊಳ್ ಗೆಲೊ, ಅನಿ ಎಕ್ ಮಡ್ಡಿ ವರ್‍ತಿ ಚೆಡುನ್ ಥೈ ತೊ ಬಸ್ಲೊ.