Matthew 15:3 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ବରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ଵରଙ୍କ ଆଜ୍ଞା ଲଙ୍ଘନ କର?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ସେଲେ, “ତୁମ୍ଭମାନେ କାହିଁକି ଈଶ୍ୱରଙ୍କ ଆଜ୍ଞା ଲଘଂନ କରି ନିଜ ଶିକ୍ଷା ଅନୁସାରେ କାର୍ଯ୍ୟ କରୁଛ?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ୱରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ବରଙ୍କ ଆଜ୍ଞା ଅମାନ୍ୟ କର?
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ୱରଙ୍କ ଆଜ୍ଞା ଅମାନ୍ୟ କର?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, ತುಮಿ ದೆವಾಚ್ಯಾ ಖಾಯ್ದ್ಯಾ ಪರ್‍ಕಾರ್ ಕಶ್ಯಾಕ್ ಚಲಿನ್ಯಾಶಿ? ತುಮ್ಚೆಚ್ ಖಾಯ್ದೆ ಕಶ್ಯಾಕ್ ಪಾಳ್ತ್ಯಾಶಿ?