Matthew 15:30 — Compare Translations
7 translations compared side by side
Odia - 1840
"ଅନକେ ସଂଖ୍ଯା ରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଅନକେ ଅନ୍ଧ, ମୂକ ବଧିର, େଛାଟା ଅପାଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି ସେ ସେମାନଙ୍କୁ ସୁସ୍ଥ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବହୁ ସଂଖ୍ୟାରେ ଲୋକମାନେ ଆସି ତାଙ୍କ ନିକଟରେ ଜମା ହେଲେ। ସେମାନେ ପଙ୍ଗୁ, ଅନ୍ଧ, ବିକଳାଙ୍ଗ ଓ ଅନେକ ପୀଡ଼ିତ ଲୋକମାନଙ୍କୁ ଆଣି ଯୀଶୁଙ୍କ ପାଦ ତଳେ ରଖିଲେ ଏବଂ ଯୀଶଉ ସେ ସମସ୍ତଙ୍କୁ ସୁସ୍ଥ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ସଂଖ୍ୟାରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଅନେକ ଅନ୍ଧ, ମୂକ, ବଧିର, ଛୋଟା, ଅପଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಮೊಟೊ ಲೊಕಾಂಚೊ ತಾಂಡೊ ಜೆಜುಕ್ಡೆ ಯೆಲೊ, ತೆನಿ ಕುಡ್ಡ್ಯಾಕ್ನಿ, ಹಾತ್-ಪಾಯ್ ನಸಲ್ಲ್ಯಾಕ್ನಿ,ಕಿಂವ್ಡ್ಯಾಕ್ನಿ, ಸೊಟ್ಟ್ಯಾಕ್ನಿ, ಮುಕ್ಕ್ಯಾಕ್ನಿ ಜೆಜುಚ್ಯಾಕ್ನಿ ಪಾಯಾನಿತ್ನಿ ಘೆವ್ನ್ ಯೆವ್ಲಾಗಲ್ಲ್ಯಾನಿ. ಅನಿ ಜೆಜುನ್ ತೆಂಕಾ ಗುನ್ ಕರ್ಲ್ಯಾನ್.