Matthew 15:31 — Compare Translations
7 translations compared side by side
Odia - 1840
"ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁନଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହାଇେଛନ୍ତି; େଛାଟାମାନେ ଚାଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସମାନେେ ବହୁତ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କ ମହିମା ଗାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି ଇସ୍ରାଏଲର ଈଶ୍ଵରଙ୍କ ମହିମା କୀର୍ତ୍ତନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୂକ କଥା କହିବା, ବିକଳାଙ୍ଗ ସୁସ୍ଥ ହେବା, ପଙ୍ଗୁ ଚାଲିବା ଓ ଅନ୍ଧ ଦୃଷ୍ଟି ଲାଭ କରିବା ଦେଖି ଲୋକେ ବିସ୍ମୟାଭିଭୂତ ହେଲେ ଏବଂ ଇଶ୍ରାୟେଲର ଈଶ୍ୱରଙ୍କୁ ପ୍ରଶଂସା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁ ନ ଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହୋଇଛନ୍ତି; ଛୋଟାମାନେ ଗ୍ଭଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସେମାନେ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ମହିମା ଗାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ୱରଙ୍କ ମହିମା କୀର୍ତ୍ତନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮುಕ್ಕೆ ಬೊಲ್ತಲೆ, ಬಾಗ್ವುನ್ ಗೆಲ್ಲೆ ನಿಟ್ ಹೊತಲೆ, ಸೊಟ್ಟೆ ಚಲ್ತಲೆ, ಅನಿ ಕುಡ್ಡೆ ಬಗ್ತಲೆ, ಬಗುನ್ ಸಗ್ಳಿ ಲೊಕಾ ಆಜಾಪ್ ಹೊಲಿ, ಅನಿ ಇಸ್ರಾಯೆಲಾಚ್ಯಾ ದೆವಾಕ್ ತೆನಿ ಹೊಗಳ್ಳ್ಯಾನಿ.