Matthew 15:32 — Compare Translations

7 translations compared side by side

Odia - 1840
"ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ ଡାକି କହିଲେ, ମୁଁ ଏ ଲୋକମାନଙ୍କ ପାଇଁ ବଡ଼ ଦୁଃଖିତ। ସମାନେେ ସୋ ସାଙ୍ଗ ରେ ତିନି ଦିନ ହେଲା ରହିଲଣେି। କିନ୍ତୁ ଏବେ ସମାନଙ୍କେର ଖାଇବାକୁ କିଛି ନାହିଁ। ସମାନେେ ଏଠାରୁ ଭୋକିଲା ଚାଲିୟିବାଟା ମୁଁ ଆଦୌ ଚାହୁଁନି। ସେସାନେ ଘରକୁ ଗଲା ବେଳେ ମୂର୍ଚ୍ଛା ହାଇେ ଯାଇ ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ସେମାନଙ୍କର ହଂସା ଉଡ଼ିଯାଏ, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଶିଷ୍ୟମାନଙ୍କୁ ଡାକି କହିଲେ, “ଏହି ଲୋକମାନଙ୍କ ପାଇଁ ମୋତେ ଦୁଃଖ ଲାଗୁଛି, କାରଣ ଏମାନେ ମୋ’ ସାଙ୍ଗରେ ତିନି ଦିନ ରହିଗଲେଣି ଏବଂ ଏବେ ସେମାନଙ୍କ ପାଖରେ କିଛି ନାହିଁ। ସେମାନେ ନ ଖାଇ ଏଠାରୁ ଚାଲି ଯାଆନ୍ତୁ, ଏକଥା ମୁଁ ଚାହେଁ ନାହିଁ; କାରଣ ଫେରିଯିବାବେଳେ ବାଟରେ ସେମାନେ ଥକ୍କି ପଡ଼ିବେ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗ୍ଭରି ହଜାରରୁ ଅଧିକ ଲୋକଙ୍କୁ ଖାଇବାକୁ ଦେଲେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଡାକି କହିଲେ, “ମୁଁ ଏ ଲୋକମାନଙ୍କ ପାଇଁ ବଡ଼ ଦୁଃଖିତ। ସେମାନେ ମୋ’ ସାଙ୍ଗରେ ତିନି ଦିନ ହେଲା ରହିଲେଣି, କିନ୍ତୁ ଏବେ ସେମାନଙ୍କର ଖାଇବାକୁ କିଛି ନାହିଁ। ସେମାନେ ଏଠାରୁ ଭୋକିଲା ଗ୍ଭଲିଯିବାଟା ମୁଁ ଆଦୌ ଗ୍ଭହୁଁନି। ସେମାନେ ଘରକୁ ଗଲାବେଳେ ମୂର୍ଚ୍ଛା ହୋଇ ଯାଇ ପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇ ପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ ಅಪ್ನಾಕ್ಡೆ ಬಲ್ವುಲ್ಯಾನ್ ಅನಿ, “ಹ್ಯಾ ಲೊಕಾಕ್ನಿ ಬಗುನ್ ಮಾಜ್ಯಾ ಮನಾಕ್ ಬೆಜಾರ್ ಹೊವ್ಲಾ ಕಶ್ಯಾಕ್ ಮಟ್ಲ್ಯಾರ್ ತಿನ್ ದಿಸಾ ಹೊಲಿ ತೆನಿ ಮಾಜ್ಯಾ ವಾಂಗ್ಡಾಚ್ ಹಾತ್, ಅನಿ ಅತ್ತಾ ತೆಂಚೆಕ್ಡೆ ಜೆವ್ಕ್ ಕಾಯ್ಬಿ ನಾ ತೆಂಕಾ ಜೆವಾನ್ ದಿ ನಸ್ತಾನಾ ಧಾಡುನ್ ದಿವ್ಕ್ ಮಾಕಾ ಮನ್ ನಾ ತೆನಿ ವಾಟೆರ್ ಜಾತಾನಾ ಖೈಬಿ ಚಕ್ಕರ್ ಯೆವ್ನ್ ಪಡ್ತಿಲ್.” ಮನುನ್ ಸಾಂಗಟ್ಲ್ಯಾನ್.