Matthew 15:36 — Compare Translations
7 translations compared side by side
Odia - 1840
"ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା'ପରେ ସେ ପରମେଶ୍ବରଙ୍କୁ ଖାଦ୍ୟ ପାଇଁ ଧନ୍ଯବାଦ ଦେଲେ। ଯୀଶୁ ସଗେୁଡିକୁ େଛାଟ େଛାଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ଯମାନଙ୍କୁ ଦେଲେ। ଶିଷ୍ଯମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୀଶୁ ସେହି ସାତୋଟି ରୋଟୀ ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ, ସେମାନେ ଲୋକସମୂହକୁ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ସେହି ସାତୋଟି ରୋଟୀ ଓ ମାଛ ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ ସେଗୁଡ଼ିକୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ। ଶିଷମାନେ ତାହା ଲୋକମାନଙ୍କ ମଧ୍ୟରେ ବାଣ୍ଟିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା’ପରେ ସେ ପରମେଶ୍ୱରଙ୍କୁ ଖାଦ୍ୟ ପାଇଁ ଧନ୍ୟବାଦ ଦେଲେ। ଯୀଶୁ ସେଗୁଡ଼ିକୁ ଛୋଟ ଛୋଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ୟମାନଙ୍କୁ ଦେଲେ। ଶିଷ୍ୟମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହି ସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಸಾತ್ ಭಾಕ್ರಿಯಾ ಅನಿ ತ್ಯಾ ಮೊಸೊಳ್ಯಾ ಘೆಟ್ಲ್ಯಾನ್ ಅನಿ ದೆವಾಕ್ ಧನ್ಯವಾದ್ ದಿವ್ನ್ ಮೊಡ್ಲ್ಯಾನ್ ಲೊಕಾಕ್ನಿ ವಾಟುಕ್ ಮನುನ್ ಶಿಸಾಂಚ್ಯಾ ಹಾತಾತ್ ದಿಲ್ಯಾನ್, ಅನಿ ಶಿಸಾನಿ ಲೊಕಾಕ್ನಿ ವಾಟ್ಲ್ಯಾನಿ.
Recommended Reading