Matthew 15:37 — Compare Translations

7 translations compared side by side

Odia - 1840
"ସମସ୍ତେ ଖାଇଲେ ଓ ସନ୍ତଷେ ଲାଭ କଲେ। ତା'ପରେ ଶିଷ୍ଯମାନେ ବଳକା ଖାଦ୍ୟକୁ ସାତଟି ଟୋକଇେ ରେ ଭର୍ତ୍ତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୋଟୀରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ବେତା ଭର୍ତ୍ତି କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତେ ଯଥେଷ୍ଟ ପରିମାଣରେ ଖାଇବାକୁ ପାଇଳେ ଏବଂ ଶିଷ୍ୟମାନେ ବଳି ପଡ଼ିଥିବା ଖାଦ୍ୟ ପଦାର୍ଥରେ ଦାତୋଟି ଟୋକେଇ ପୂର୍ଣ୍ଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତେ ଖାଇଲେ ଓ ସନ୍ତୋଷ ଲାଭ କଲେ। ତା’ପରେ ଶିଷ୍ୟମାନେ ବଳକା ଖାଦ୍ୟକୁ ସାତୋଟି ଟୋକେଇରେ ଭର୍ତ୍ତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಗ್ಳೆ ಜಾನಾ ಪೊಟ್‍ಬರ್ ಖಾಲ್ಯಾನಿ, ತನ್ನಾ ಶಿಸಾನಿ ಹುರಲ್ಲೆ ತುಕ್ಡೆ ಗೊಳಾ ಕರ್‍ಲ್ಯಾನಿ ಸಾತ್ ಭುಟಿಯಾ ಭರ್‍ಲ್ಯಾ.