Matthew 15:38 — Compare Translations
7 translations compared side by side
Odia - 1840
"ସଠାେରେ ପ୍ରାୟ ଚ଼ାରି ହାଜାର ପୁରୁଷ ଖାଇଥିଲେ। ସମାନଙ୍କେ ଛଡା ସ୍ତ୍ରୀ ଓ ପିଲାମାନେ ମଧ୍ଯ ଖାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରିହଜାର ପୁରୁଷ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତ୍ରୀ ଓ ପିଲାମାନଙ୍କୁ ବିଦାୟ ଦେଇ ନୌକା ଚଢ଼ି ମଗଦାନ ଅଞ୍ଚଳକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ପ୍ରାୟ ଗ୍ଭରିହଜାର ପୁରୁଷ ଖାଇଥିଲେ। ସେମାନଙ୍କ ଛଡ଼ା ସ୍ତ୍ରୀ ଓ ପିଲାମାନେ ମଧ୍ୟ ଖାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରି ହଜାର ପୁରୁଷ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରି ହଜାର ପୁରୁଷ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಜೆವಾನ್ ಕರಲ್ಲ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ ಘೊಮನ್ಸಾಚ್ ಚಾರ್ ಹಜಾರ್ ಹೊತ್ತಿ ಬಾಯ್ಕೊಮನ್ಸಾ ಅನಿ ಪೊರಾ ಮೆಜಲ್ಲಿ ನತ್ತಿ.