Matthew 15:39 — Compare Translations

7 translations compared side by side

Odia - 1840
"ସମାନେେ ଖାଇ ସାରିବା ପରେ ଯୀଶୁ ସମାନଙ୍କେୁ ଘରକୁ ଫରେିୟିବା ପାଇଁ କହିଲେ। ସମାନଙ୍କେୁ ବିଦାୟ କରିସାରି ଯୀଶୁ ଡ଼ଙ୍ଗା ରେ ବସି ମଗ୍ଦାନ୍ ଅଞ୍ଚଳକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ଯୀଶୁ ଲୋକମାନଙ୍କୁ ବିଦାୟ ଦେଇ ନୌକା ଚଢ଼ି ମଗଦାନ ଅଞ୍ଚଳକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଖାଇ ସାରିବା ପରେ ଯୀଶୁ ସେମାନଙ୍କୁ ଘରକୁ ଫେରିଯିବା ପାଇଁ କହିଲେ। ସେମାନଙ୍କୁ ବିଦାୟ କରିସାରି ଯୀଶୁ ଡଙ୍ଗାରେ ବସି ମ‌‌ଗ୍‌‌ଦାନ୍ ଅଞ୍ଚଳକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜು ಲೊಕಾಕ್ನಿ ಧಾಡುನ್ ದಿವ್ನ್ ಢೊನಿತ್ ಚಡ್ಲೊ ಅನಿ ಮಗ್ದಾನ್ ಮನ್ತಲ್ಯಾ ಪ್ರಾಂತ್ಯಾಕ್ ಗೆಲೊ.