Matthew 15:4 — Compare Translations
7 translations compared side by side
Odia - 1840
"ପରମେଶ୍ବର କହିଛନ୍ତି: 'ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ, କିନ୍ତୁ ଯେଉଁଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାୟିବା ଉଚିତ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ତ କହିଅଛନ୍ତି, ପିତାମାତାଙ୍କୁ ସମାଦର କର, ଆଉ ଯେକେହି ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ତ ଭୋଗ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଆଜ୍ଞା କରିଛନ୍ତି, ‘ପିତା ମାତାଙ୍କୁ ସମାଦର କର। ଯେ’ କେହି ତା’ ପିତା ବା ମାତାଙ୍କୁ ହତାଦର କରି କିଛି କହେ, ସେ ପ୍ରାଣଦଣ୍ଡ ପାଇବ।’
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଛନ୍ତି: ‘ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ, କିନ୍ତୁ ଯେଉଁ ଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାଯିବା ଉଚିତ୍।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ତ କହିଅଛନ୍ତି ‘ପିତାମାତାକୁ ସମାଦର କର,’ ଆଉ ‘ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ତ କହିଅଛନ୍ତି ପିତାମାତାକୁ ସମାଦର କର, ଆଉ ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ದೆವ್ ಮನ್ತಾ. ತುಮ್ಚ್ಯಾ ಬಾಯ್ ಬಾಬಾಕ್ನಿ ಮಾನ್ ದಿವಾ. ಜೆ ಕೊನ್ ಅಪ್ನಾಚ್ಯಾ ಬಾಯ್-ಬಾಬಾಕ್ನಿ ಸರಾಪ್ತಾ ತೆಕಾ ಮರ್ನಾಚಿ ಶಿಕ್ಷಾ ದಿವ್ಚಿ.