Matthew 15:5 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା'ଫଳ ରେ ଜଣେ ଲୋକ ତାର ପିତାମାତାଙ୍କୁ କହି ପାରିବ, 'ମୁଁ ତୁମ୍ଭକୁ ସାହାୟ୍ଯ କରି ପାରିବିନାହିଁ। କାରଣ ମାରଯାେରା ସବୁ ଅଛି ସଗେୁଡିକୁ ମୁଁ ପରମେଶ୍ବହଙ୍କୁ ଉତ୍ସର୍ଗ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ କହୁଥାଅ, ଯେକେହି ପିତା କି ମାତାଙ୍କୁ କହେ, ମୋʼଠାରୁ ଯାହା ଦ୍ଵାରା ତୁମ୍ଭର ଉପକାର ହୋଇ-ଥାଆନ୍ତା, ତାହା ମାନତ୍ ହୋଇଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
“କିନ୍ତୁ ତୁମ୍ଭମାନେ ଶିକ୍ଷା ଦେଉଛ ଯେ ଜଣେ ବ୍ୟକ୍ତି ଯେଉଁ ଅର୍ଥ ଦ୍ୱାରା ନିଜ ପିତାମାତାଙ୍କୁ ସାହାଯ୍ୟ କରି ପାରିଥାଆନ୍ତା, ତା' 'ଈଶ୍ୱରଙ୍କୁ ଦାନ କରିଛି' ବୋଲି କହିଦେଲେ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା’ଫଳରେ ଜଣେ ଲୋକ ତା’ର ପିତାମାତାଙ୍କୁ କହି ପାରିବ, ‘ମୁଁ ତୁମ୍ଭକୁ ସାହାଯ୍ୟ କରି ପାରିବି ନାହିଁ। କାରଣ ମୋର ଯାହାସବୁ ଅଛି ସେଗୁଡ଼ିକୁ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋʼଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାଆନ୍ତ, ସେ ସବୁ ‘ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି,’
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋ'ଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାନ୍ତ, ସେ ସବୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಎಕ್ ಮಾನ್ಸಾಕ್ಡೆ ಅಪ್ನಾಚ್ಯಾ ಬಾಯ್ಕ್ ನಾ ತರ್ ಬಾಬಾಕ್ ಮಜತ್ ಕರುಕ್ ಮನುನ್ ವಾಪ್ರುಕ್ ಜೆ ಕಾಯ್ ಹಾಯ್.ತೆ ತೆನಿ ಸಗ್ಳೆ ದೆವಾಕ್‍ ಭೆಟ್ವುನ್ ದಿಲ್ಲೆ ಹಾಯ್ ಮನುನ್ ಮಟ್ಲ್ಯಾರ್.