Matthew 15:6 — Compare Translations

7 translations compared side by side

Odia - 1840
"ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା ପିତାମାତାଙ୍କୁ ସମ୍ମାନ ନ ଦବୋ ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡିକୁ ସମ୍ମାନ ଦଇେଛି ଓ ପରମେଶ୍ବରଙ୍କ ଆଦେଶକୁ ଅବମାନନା କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପିତାମାତାଙ୍କୁ ନିଶ୍ଚୟ ସମାଦର କରିବ ନାହିଁ । ଏହିରୂପେ ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ଵରଙ୍କ ବାକ୍ୟ ବ୍ୟର୍ଥ କରିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆଉ ତା' ପିତାମାତାଙ୍କ ଦାୟିତ୍ୱ ନେବା ଅନାବଶ୍ୟକ। ତୁମେ ଏହିପରି ଭାବରେ ଈଶ୍ୱରଙ୍କର ଆଜ୍ଞା ଅବଜ୍ଞା କରି ନିଜ ଶିକ୍ଷଶ ଅନୁସାରେ ଚାଲୁଛି।
Odia Bible ERV 2004 (ପବିତ୍ର ବାଇବଲ)
ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା’ ପିତାମାତାଙ୍କୁ ସମ୍ମାନ ନ ଦେବା ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡ଼ିକୁ ସମ୍ମାନ ଦେଇଛ ଓ ପରମେଶ୍ୱରଙ୍କ ଆଦେଶକୁ ଅବମାନନା କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ।’ ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ । ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತ್ಯಾ ಬಾಯ್-ಬಾಬಾಕ್ ಮಾನ್ ದಿತಲಿ ಗರಜ್ ನಾ ಮನುನ್ ತುಮಿ ಶಿಕ್ವುತ್ಯಾಶಿ. ಅಶೆ ತುಮಿ ತುಮ್ಚೆ ಖಾಯ್ದೆ ಪಾಳುಸಾಟ್ನಿ ಮನುನ್ ದೆವಾಚೆ ಖಾಯ್ದೆ ಸೊಡುನ್ ಸೊಡ್ತ್ಯಾಶಿ.