Matthew 15:8 — Compare Translations
7 translations compared side by side
Odia - 1840
"ଏମାନେ କବଳେ ମୁହଁ ରେ ମାରେ ଆଦର କରନ୍ତି। କିନ୍ତୁ ସମାନଙ୍କେ ମନକଥା ମାଠାରୁେ ବହୁତ ଦୂର ରେ ରହିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
‘ଈଶ୍ୱର କହୁଛନ୍ତି, ଏହି ଲୋକମାନେ କେବଳ କଥାରେ ମୋତେ ସମ୍ମାନ ଦିଅନ୍ତି, କିନ୍ତୁ ସେମାନଙ୍କ ହୃଦୟ ମୋ’ଠାରୁ ବହୁତ ଦୂରରେ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ କେବଳ ମୁଖରେ ମୋର ଆଦର କରନ୍ତି, କିନ୍ତୁ ସେମାନଙ୍କ ମନକଥା ମୋ’ଠାରୁ ବହୁତ ଦୂରରେ ରହିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಕಾಯ್ ಮಟ್ಲ್ಯಾರ್, ಹಿ ಲೊಕಾ ಖಾಲಿ ತೆಂಚ್ಯಾ ಗೊಸ್ಟಿಯಾನಿ ಎವ್ಡೆಚ್ ಮಾಕಾ ಮಾನ್ ದಿತ್ಯಾತ್. ಖರೆ ತೆಂಚಿ ಮನಾ ಮಾಜೆಕ್ನಾ ಲೈ ಧುರ್ ಹಾತ್.