Matthew 15:9 — Compare Translations
7 translations compared side by side
Odia - 1840
"ସମାନେେ ମାେତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ଯହୀନ। ସମାନେେ ଯେଉଁ ସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କବଳେ ମଣିଷ ତିଆରି ବିଧିବିଧାନ।' ୟିଶାଇୟ 29:13"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋତେ ସେମାନେ ଆରାଧନା କରିବା ନିରର୍ଥକ, କାରଣ ସେମାନେ ମଣିଷ ରାଢ଼ା ନିୟମକୁ, ମୋର ଆଜ୍ଞା ବୋଲି କହୁଛନ୍ତି’।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ୟହୀନ। ସେମାନେ ଯେଉଁସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କେବଳ ମଣିଷ ତିଆରି ବିଧିବିଧାନ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ସେମାନେ ମନୁଷ୍ୟମାନଙ୍କ ନିୟମଗୁଡ଼ିକ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಮಾಜೆ ಆರಾದನ್ ಕರುನ್ ಫಾಯ್ದೊ ನಾ. ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಮಾಜೆ ಖಾಯ್ದೆ ಸೊಡುನ್ ಮಾನ್ಸಾನ್ ಕರಲ್ಲೆ ಖಾಯ್ದೆ ಲೊಕಾಕ್ನಿ ಶಿಕ್ವುತ್ಯಾತ್!