Matthew 16:1 — Compare Translations

7 translations compared side by side

Odia - 1840
"ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସମାନେେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଚାହୁଁଥିଲେ। ତେଣୁ ସମାନେେ ଯୀଶୁଙ୍କ କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋକୁ କହିଲେ, କାରଣ ଯୀଶୁ ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋ ଫଳ ରେ ପ୍ରମାଣିତ ହାଇେ ପାରିବ ଯେ ସେ ପରମେଶ୍ବରଙ୍କ ପାଖରୁ ଆସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ କେତେ ଜଣ ଫାରୁଶୀ ଓ ସାଦ୍ଦୁକୀ ଯୀଶୁଙ୍କ ଦୋଷ ଧରିବା ପାଇଁ ଫାନ୍ଦ ପାତି ତାଙ୍କ ନିକଟକୁ ଆସିଲେ। ସେମାନେ ତାଙ୍କୁ କହିଲେ, ଈଶ୍ୱର ତାଙ୍କୁ ମନୋନୀତ କରିଛନ୍ତି ବୋଲି ପ୍ରମାଣ ଦେବା ପାଇଁ ସେ ଗୋଟିଏ ଅଲୌକିକ କାର୍ଯ୍ୟ କରି ଦେଖନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ଯିହୂଦୀ ନେତାଙ୍କ ପରୀକ୍ଷା ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବାକୁ କହିଲେ, କାରଣ ଯୀଶୁ ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବା ଫଳରେ ପ୍ରମାଣିତ ହୋଇ ପାରିବ ଯେ ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲೆ ಫಾರಿಜೆವ್ ಅನಿ ಸಾದುಸೆವ್ ಜೆಜುಚಿ ಪರಿಕ್ಷಾ ಕರುಸಾಟಿ ಮನುನ್ ಯೆಲೆ. ಅನಿ, “ತಿಯಾ ಸರ್ಗಾತ್ನಾ ಯೆಲ್ಲೊ ಮಾನುಸ್ ಮನುನ್ ದಾಕ್ವುಕ್ ಎಕ್ ಮೊಟೆ ವಿಚಿತ್ರ್ ಕಾಮ್ ಕರುನ್ ದಾಕ್ವು.” ಮನುನ್ ಜೆಜುಕ್ಡೆ ಇಚಾರ್‍ಲ್ಯಾನಿ.