Matthew 16:11 — Compare Translations
7 translations compared side by side
Odia - 1840
"ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂର ରେ ରହିବାକୁ କହୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେ ତୁମ୍ଭମାନଙ୍କୁ ରୋଟୀ ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ରୋଟୀ ବିଷୟରେ କହୁ ନ ଥିଲେ, ତୁମେ କେମିତି ବୁଝିପାରୁ ନାହିଁ? ମୁଁ କହୁଛି, ଫାରୁଶୀ ଓ ସାଦ୍ଦୁୀମାନଙ୍କର ଖମୀର ପ୍ରତି ସର୍ତକ ରହୁ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂରରେ ରହିବାକୁ କହୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಜಾಲ್ಯಾರ್ ತುಮ್ಕಾ ಮಿಯಾ ಭಾಕ್ರಿಚ್ಯಾ ವಿಶಯಾತ್ ಬೊಲಿನಾ ಹೊಲಾ ಮನುನ್ ತುಮ್ಕಾ ಅಜುನ್ಬಿ ಕಶ್ಯಾಕ್ ಕಳಿನಾ? ಫಾರಿಜೆವಾಂಚ್ಯಾ ಅನಿ ಸಾದುಸೆವಾಂಚ್ಯಾ ಸೊಡ್ಯಾಚ್ಯಾ ವಿಶಯಾತ್ ಉಶಾರ್ಕಿನ್ ರ್ಹಾವಾ! ಮಟ್ಲ್ಯಾನ್.