Matthew 16:12 — Compare Translations
7 translations compared side by side
Odia - 1840
"ତା'ପରେ ସମାନେେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀ ରେ ବ୍ଯବହାର କରା ଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟ ରେ ଯୀଶୁ କହୁନଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସମାନଙ୍କେୁ କହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଯେ ରୋଟୀର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଶିଷ୍ୟମାନେ ବୁଝି ପାରିଲେ ଯେ ଯୀଶୁ ରୋଟୀର ଖମୀର କଥା କହି ନ ଥଲେ, କିନ୍ତୁ ଫାରୁଶୀ ଓ ଦାଦ୍ଦୁକୀମାନଙ୍କର ଶିକ୍ଷା ପ୍ରତି ସର୍ତକ କରି ଦେଇଥଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀରେ ବ୍ୟବହାର କରାଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟରେ ଯୀଶୁ କହୁ ନ ଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସେମାନଙ୍କୁ କହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ಭಾಕ್ರಿತ್ ಘಾಲ್ತಲ್ಯಾ ಸೊಡ್ಯಾಚ್ಯಾ ವಿಶಯಾತ್ ಉಶಾರ್ಕಿನ್ ರ್ಹಾವಾ ಮನುನ್ ಸಾಂಗಿನಾ ಹೊಲಾ. ಫಾರಿಜೆವಾ ಅನಿ ಸಾದುಸೆವಾ ಶಿಕ್ವುತಲ್ಯಾ ಶಿಕಾಪಾಂಚ್ಯಾ ವಿಶಯಾತ್ ಉಶಾರ್ಕಿನ್ ರ್ಹಾವಾ ಮನುನ್ ಸಾಂಗುಕ್ ಲಾಗ್ಲಾ ಮನುನ್ ಶಿಸಾಕ್ನಿ ಕಳ್ಳೆ.