Matthew 16:13 — Compare Translations
7 translations compared side by side
Odia - 1840
"ଯୀଶୁ କାଇସରିଯା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ଯମାନଙ୍କୁ କହିଲେ, ମୁଁ ହେଉଛି ମନୁଷ୍ଯପୁତ୍ର ମୁଁ କିଏ ବୋଲି ଲୋକେ ମାେ ବିଷୟ ରେ କ'ଣ କହୁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଯୀଶୁ କାଇସରୀୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ସିସେରିଆ ଫିଲିପ୍ପୀ ନଗର ନିକଟବର୍ତ୍ତୀ ଅଞ୍ଚଳକୁ ଯିବା ପରେ ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “ମନୁଷ୍ୟ ପୁତ୍ର କିଏ- ଏ ବିଷୟରେ ଲୋକେ କ’ଣ କହୁଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ପିତର କହନ୍ତି ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ୟମାନଙ୍କୁ କହିଲେ, “ମୁଁ ହେଉଛି ମନୁଷ୍ୟପୁତ୍ର ମୁଁ କିଏ ବୋଲି ଲୋକେ ମୋ’ ବିଷୟରେ କ’ଣ କହୁଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?”
Odia IRV 2017 (ଓଡିଆ ବାଇବେଲ)
ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କ'ଣ କହନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಸೆಜರಿಯಾ ಫಿಲಿಪ್ಪಿ ಮನ್ತಲ್ಯಾ ಶಾರಾಂಚ್ಯಾ ಜಗ್ಗೊಳ್ಲ್ಯಾ ಪ್ರಾಂತ್ಯಾತ್ ಪಾವಲ್ಲೊ, ತನ್ನಾ ತೆನಿ ಅಪ್ನಾಚ್ಯಾ ಶಿಸಾಕ್ನಿ,“ಲೊಕಾ ಮಾನ್ಸಾಚ್ಯಾ ಲೆಕಾಕ್ ಕೊನ್ ಮನುನ್ ಮನ್ತ್ಯಾತ್?” ಮನುನ್ ಇಚಾರ್ಲ್ಯಾನ್.