Matthew 16:14 — Compare Translations
7 translations compared side by side
Odia - 1840
"ଶିଷ୍ଯମାନେ ଉତ୍ତର ଦେଲେ, କେତକେ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତକେ ଏଲିୟ ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ୟିରିମିୟ ବା ଭବିଷ୍ଯଦ୍ବକ୍ତା ମାନଙ୍କ ମଧ୍ଯରୁ ଜଣେ ବୋଲି କହୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉତ୍ତର ସେଲେ, “କେତେକ କହୁଛନ୍ତି, ସେ ଜଳଦୀକ୍ଷାଦାତା ଯୋହନ। ଆଉ କେତେକ କହୁଛନ୍ତି ‘ଏଲିୟ’, ଅନ୍ୟମାନେ କହୁଛନ୍ତି, ଯରିମିୟ ବା ଅନ୍ୟ କୌଣସି ଭାବବାଦୀ।”
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ଉତ୍ତର ଦେଲେ, “କେତେକ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତେକ ଏଲିୟ ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ଯିରିମିୟ ବା ଭବିଷ୍ୟଦ୍ବକ୍ତା ମାନଙ୍କ ମଧ୍ୟରୁ ଜଣେ ବୋଲି କହୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲିୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಕಾ, ಉಲ್ಲಿ ಲೊಕಾ ಜುವಾಂವ್ ಬಾವ್ತಿಸ್ ಮನ್ತ್ಯಾತ್, ಅನಿ ಉಲ್ಲೆ ಜಾನಾ ಎಲಿಯಾ ಮನ್ತ್ಯಾತ್, ಅನಿ ಉಲ್ಲೆ ಜಾನಾ ಜೆರೆಮಿಯಾ ನಾಹೊಲ್ಯಾರ್ ಅನಿ ದುಸ್ರೊ ಖಲೊ ತರ್ ಪ್ರವಾದಿ,ಮನ್ತ್ಯಾತ್ ಮನುನ್ ಜಬಾಬ್ ದಿಲ್ಯಾನಿ.