Matthew 16:18 — Compare Translations
7 translations compared side by side
Odia - 1840
"ମୁଁ ମଧ୍ଯ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମାରେ ମଣ୍ଡଳୀ ତୋଳିବି। ମୃତ୍ଯୁଶକ୍ତି ମାରେ ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହାଇପୋରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି ଏହି ପଥର ଉପରେ ମୁଁ ଆପଣା ମଣ୍ତଳୀ ତୋଳିବି, ଆଉ ନରକର ବଳ ତାହାକୁ ପରାଜୟ କରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେଥିରେ ମୁଁ ତୁମକୁ କହୁଛି, ତୁମେ ପିତର ଅର୍ଥାତ୍ ପଥର। ଏହି ପଥର ମୂଳଦୁଆ ଉପରେ ମୁଁ ମୋର ଉପାସକ ମୁଣ୍ଡଳୀ ପ୍ରତିଷ୍ଠା କରିବି। ଏପରି କି ମୃତ୍ୟପରି କୌଣସି ଧ୍ୱଂସକାରୀ ଶକ୍ତି ତାକୁ ବିନଷ୍ଟ କରି ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಪೆದ್ರು ಮಿಯಾ ತುಕಾ ಸಾಂಗ್ತಾ, ತಿಯಾ ಎಕ್ ಮೊಟೊ ಖಡಾಪ್ ಅನಿ ಹ್ಯಾ ಖಡ್ಪಾ ವರ್ತಿ ಮಿಯಾ ಮಾಜ್ಯಾ ವಿಶ್ವಾಸಾಚ್ಯಾ ಲೊಕಾಂಚೊ ತಾಂಡೊ ಭಾಂದ್ತಾ, ಅನಿ ನರ್ಕಾಚ್ಯಾ ಬಳಾಕ್ ಸೈತ್ ಕನ್ನಾಬಿ ಹ್ಯಾ ಮಾಜ್ಯಾ ತಾಂಡ್ಯಾಕ್ ನಾಸ್ ಕರುಕ್ ಹೊಯ್ನಾ.