Matthew 16:2 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ ସୂର୍ୟ୍ଯାସ୍ତ ସମୟରେ ଆକାଶକୁ ଲାଲରଙ୍ଗ ହାଇେଥିବାର ଦେଖିଲେ କୁହ ଯେ ପାଗ ଭଲ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ, କାରଣ ଆକାଶ ଲାଲ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ଉତ୍ତର ଦେଲେ, “ସନ୍ଧ୍ୟାବେଳେ ଆକାଶ ଲାଲ ଦେଖାଗଲେ ପାଗ ଭଲ ହେବ ବୋଲି ତୁମେ କହିଥାଅ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ସୂର୍ଯ୍ୟୋଦୟ ସମୟରେ ଆକାଶକୁ ଲାଲରଙ୍ଗ ହୋଇଥିବାର ଦେଖିଲେ କୁହ ଯେ, ପାଗ ଭଲ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ‘ଭଲ ପାଗ ହେବ, କାରଣ ଆକାଶ ଲାଲ୍ ହୋଇଅଛି।’
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ,କାରଣ ଆକାଶ ଲାଲ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತೆಂಕಾ,“ದಿಸ್ ಬುಡ್ತಾನಾ ಅತ್ತಾ ಬರೆ ವಾತಾವರನ್ ಹಾಯ್, ಕಶ್ಯಾಕ್ ಮಟ್ಲ್ಯಾರ್ ಮಳಬ್ ತಾಂಬ್ಡೊ ಹೊಲಾ.” ಮನ್ತ್ಯಾಶಿ.