Matthew 16:20 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ମସୀହ ବୋଲି କାହା ଆଗରେ ନ ଜଣାଇବାକୁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ ಮಿಯಾಚ್ ಕ್ರಿಸ್ತ್ ಮನುನ್ ಕೊನಾಕ್ಬಿ ಸಾಂಗುನಕಾಸಿ ಮನುನ್ ತಾಕಿತ್ ದಿಲ್ಯಾನ್.